ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ପାରାଦ୍ବୀପଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

06 Mar, 2026

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ପାରାଦ୍ବୀପଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ଇଫକୋ 'ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ' ଉଦଘାଟନ କରିଛନ୍ତି ।✅ ଏହି ପ୍ଲାଣ୍ଟ DAP ଏବଂ NPK ସାର ଉତ୍ପାଦନ ବୃଦ୍ଧିରେ ସହାୟକ ହେବ ✅ ସାର ଆମଦାନୀ ନିର୍ଭରଶୀଳତା ହ୍ରାସ କରିବ ✅ ପାରାଦ୍ବୀପକୁ ଏକ ପ୍ରମୁଖ…

ମାନ୍ୟବର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ କଟକ ମୁଣ୍ଡଳି ଠାରେ ୫୭ତମ ସିଆଇଏସଏଫ ପ୍ରତିଷ୍ଠା ଦିବସ…

06 Mar, 2026

ମାନ୍ୟବର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ କଟକ ମୁଣ୍ଡଳି ଠାରେ ୫୭ତମ ସିଆଇଏସଏଫ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଇଥିଲେ। ଏହି କାର୍ୟ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଥିଲେ।

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତ…

06 Mar, 2026

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତ ଅବସରରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୟଦେବ ଭବନରେ ଆୟୋଜିତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନନାୟକ ବିଜୁ…

05 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୟଦେବ ଭବନରେ ଆୟୋଜିତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଯୋଗ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |