ଜଳ ସୁରକ୍ଷା ପାଇଁ ‘ଟିମ୍ ଇଣ୍ଡିଆ’ ଭାବନାକୁ ଗୁରୁତ୍ୱ: ଜାତୀୟ ଜଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

02 Sep, 2026

ଜାତୀୟ ବିଭାଗୀୟ ଜଳ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜଳ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାର ଦୃଢ଼ ପ୍ରତିବଦ୍ଧତା ଦୋହରାଇଛନ୍ତି । 'ଟିମ୍ ଇଣ୍ଡିଆ' ଏବଂ ସହଯୋଗୀ ସଂଘୀୟ ବ୍ୟବସ୍ଥା ଆଧାରରେ ଅନୁଷ୍ଠିତ ଏହି ସମ୍ମିଳନୀରେ ନିରନ୍ତର ଜଳ ସଂରକ୍ଷଣ, ଜନ ଭାଗିଦାରୀ, ଦକ୍ଷ ପରିଚାଳନା, ଜଳ-ସଞ୍ଚୟକାରୀ ପ୍ରଯୁକ୍ତି, କୁତ୍ରିମ ବୁଦ୍ଧିମତ୍ତା ଆଧାରିତ…

ସ୍ୱାୟତ୍ତ ଶାସନ ଦିବସରେ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ସହରାଞ୍ଚଳ ବିକାଶକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

31 Aug, 2026

ସ୍ୱାୟତ୍ତ ଶାସନ ଦିବସ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓୟୁଏଟିଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟର ସହରାଞ୍ଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ନାଗରିକ ସେବାକୁ ଅଧିକ କ୍ରିୟାଶୀଳ ଓ ପାରଦର୍ଶୀ କରିବା ପାଇଁ ଅନେକ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭାରମ୍ଭ ଏବଂ ଶିଳାନ୍ୟାସ କରିଛନ୍ତି । ସହରଗୁଡ଼ିକୁ…

ରାଜ୍ୟ ସ୍ତରୀୟ ଡିଜିପି ଓ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ ଓ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ…

29 Aug, 2026

ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଓ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା ଓ 'ସ୍ମାର୍ଟ ପୋଲିସିଂ' ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।  "ସୁରକ୍ଷିତ ଓଡ଼ିଶା, ସଶକ୍ତ ଓଡ଼ିଶା ଓ ସମୃଦ୍ଧ ଓଡ଼ିଶା" ଗଠନ ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ୱାନ ଦେବା ସହ…

ଜାତୀୟ କ୍ରୀଡ଼ା ଦିବସରେ ଓଡ଼ିଶାକୁ ବିଶ୍ୱର କ୍ରୀଡ଼ା ରାଜଧାନୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ:

29 Aug, 2026

ଜାତୀୟ କ୍ରୀଡ଼ା ଦିବସ ଅବସରରେ ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ ବ୍ୟକ୍ତିବିଶେଷଙ୍କୁ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ଏବଂ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |