ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ନେଇ ଲୋକସେବା ଭବନରେ…

16 Feb, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ନେଇ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି। ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ…

ସନ୍ଥ କବି ଭୀମ ଭୋଇଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ତାଙ୍କ…

15 Feb, 2026

ସନ୍ଥ କବି ଭୀମ ଭୋଇଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଶ୍ରମ ଏବଂ…

14 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଶ୍ରମ ଏବଂ ଇଏସଆଇ ବିଭାଗ, ଓଡ଼ିଶା ସରକାର ଏବଂ ଜଳସମ୍ପଦ ବିଭାଗ ଓଡ଼ିଶା ସରକାର ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ହାଇସ୍କୁଲ 'ନରସିଂହ ଚୌଧୁରୀ ସରକାରୀ ହାଇସ୍କୁଲ'ର…

14 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ହାଇସ୍କୁଲ 'ନରସିଂହ ଚୌଧୁରୀ ସରକାରୀ ହାଇସ୍କୁଲ'ର ପ୍ଲାଟିନମ୍ ଜୁବୁଲି ଅବସରରେ ଯୋଗ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |