ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ

10 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପ୍ରତି ବିଶେଷ ଦୃଷ୍ଟି ଦେବା ଉପରେ ଗୁରୁତ୍ୱ ଦେଇଛନ୍ତି।ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ୱାରା ୨୫୦ଟି ନୂତନ '୧୦୮' ଆମ୍ବୁଲାନ୍ସର ଲୋକାର୍ପଣ…

10 Feb, 2026

ରାଜ୍ୟବାସୀଙ୍କ ପାଇଁ ଜରୁରୀକାଳୀନ ଚିକିତ୍ସା ସେବା ସୁନିଶ୍ଚିତ କରିବା ନିମନ୍ତେ ଲୋକଙ୍କ ସରକାର ପ୍ରତିବଦ୍ଧ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ୱାରା ୨୫୦ଟି ନୂତନ '୧୦୮' ଆମ୍ବୁଲାନ୍ସର ଲୋକାର୍ପଣ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ଆହୁରି ମଜଭୁତ କରିବ। ଜରୁରୀ ସମୟରେ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସାଳୟରେ ପହଞ୍ଚାଇବା ସହ ରାଜ୍ୟ ସରକାରଙ୍କ ଏହି…

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ପାଳି ଅଭିଯୋଗ ଶୁଣାଣି

09 Feb, 2026

✅ ୧୬ତମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୯୪ ପ୍ରତିଶତ ଅଭିଯୋଗର ସମାଧାନ ✅ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସମସ୍ୟା ଓ ଅଭିଯୋଗ ଶୁଣି ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ "ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେଉଛି ଆମ ସରକାରଙ୍କର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । ଚଳିତ ନୂଆ ବର୍ଷରେ ପ୍ରଶାସନକୁ ଅଧିକ…

ଲୋକଙ୍କ ସରକାରରେ ଲୋକଙ୍କ ସମସ୍ୟା ଶୁଣିବା ସହ ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି।

09 Feb, 2026

ଲୋକଙ୍କ ସରକାରରେ ଲୋକଙ୍କ ସମସ୍ୟା ଶୁଣିବା ସହ ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ଏହାର ତୁରନ୍ତ ସମାଧାନ ଦିଗରେ ସମସ୍ତ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |