ରାକ୍ଷୀ ପୂର୍ଣ୍ଣିମାରେ ‘ସୁଭଦ୍ରା’ର ପଞ୍ଚମ କିସ୍ତି ଶୁଭାରମ୍ଭ, ମହିଳା ସଶକ୍ତିକରଣ ହିଁ ଅସଲ ଲକ୍ଷ୍ୟ

28 Aug, 2026

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲ୍ଲାର ଲାଠିପଡ଼ାଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ 'ସୁଭଦ୍ରା' ଯୋଜନାର ପଞ୍ଚମ କିସ୍ତି ପ୍ରଦାନର ଶୁଭାରମ୍ଭ କରିବା ସହ ମହିଳାମାନଙ୍କୁ ସାମାଜିକ ଓ ଆର୍ଥିକ ସ୍ତରରେ ସ୍ୱାବଲମ୍ବୀ କରି ନିଜ ପାଇଁ ନିଜେ ନିଷ୍ପତ୍ତି ନେବାର ଅଧିକାର ଦେବା ହିଁ ଅସଲ ସଶକ୍ତିକରଣ ବୋଲି…

ପ୍ରକଳ୍ପ ପ୍ରଭାବିତ ପରିବାରଙ୍କ ସୁରକ୍ଷିତ ଭବିଷ୍ୟତ ଓ ଆର୍ଥିକ ସ୍ୱାବଲମ୍ବନ ପାଇଁ ଗୋଳାବନ୍ଧରେ ବିଶେଷ କାର୍ଯ୍ୟକ୍ରମ

27 Aug, 2026

ବିଭିନ୍ନ ପ୍ରକଳ୍ପ ଦ୍ୱାରା ପ୍ରଭାବିତ ପରିବାରଗୁଡ଼ିକର ସୁରକ୍ଷିତ ଭବିଷ୍ୟତ ଓ ଆର୍ଥିକ ସ୍ବାବଲମ୍ବନ ପାଇଁ ଗଞ୍ଜାମର ଗୋଳାବନ୍ଧଠାରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ପ୍ରକଳ୍ପ ବିସ୍ଥାପିତଙ୍କୁ ଉଚିତ ସହାୟତା ସହ ପୁନର୍ବାସ ଓ ଥଇଥାନ ପ୍ୟାକେଜ୍ ପ୍ରଦାନ କରାଯାଇଛି ।ଲୋକଙ୍କ ଆଶା ଓ ଆକାଂକ୍ଷାକୁ…

ଗୋଳାବନ୍ଧ ଓ ଛେଳିଗଡ଼ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର R&R ପ୍ୟାକେଜ୍‌ର ଶୁଭାରମ୍ଭ, ହିତାଧିକାରୀଙ୍କୁ…

27 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲ୍ଲାର ଗୋଳାବନ୍ଧଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ଯୋଗଦେଇ ଗୋଳାବନ୍ଧ ଓ ଛେଳିଗଡ଼ ପ୍ରକଳ୍ପର ବିସ୍ଥାପିତ ଅଧିବାସୀଙ୍କ ପାଇଁ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (R&R) ପ୍ୟାକେଜ୍‌ର କାର୍ଯ୍ୟକାରିତା ଶୁଭାରମ୍ଭ କରିବା ସହ ହିତାଧିକାରୀଙ୍କୁ ସ୍ଥାୟୀ ଜମି ପଟ୍ଟା ପ୍ରଦାନ କରିଛନ୍ତି ।✅ ଗୋଳାବନ୍ଧର ଯୋଗ୍ୟ…

ଯାଜପୁରର ବିକାଶମୂଳକ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ଓ ବିଧାୟକଙ୍କ ଆଲୋଚନା

24 Aug, 2026

ଯାଜପୁରର ସାଂସଦ ମାନ୍ୟବର  ଡ. ରବୀନ୍ଦ୍ର ନାରାୟଣ ବେହେରା ଏବଂ ଧର୍ମଶାଳାର ମାନ୍ୟବର ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଯାଜପୁର ଜିଲ୍ଲା ସମ୍ପର୍କିତ ବିଭିନ୍ନ ପ୍ରମୁଖ ବିକାଶମୂଳକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |