୭୭ ତମ ଗଣତନ୍ତ୍ର ଦିବସ ଅବସରରେ କଟକ ଜିଲ୍ଲା ବାଙ୍କୀ ଓ ଡମପଡ଼ା ବ୍ଲକ୍ ର ତିନିଜଣ କୃଷକ ଜିଲ୍ଲାରେ ପ୍ରଥମ ଥର ପାଇଁ…

26 Jan, 2026

୭୭ ତମ ଗଣତନ୍ତ୍ର ଦିବସ ଅବସରରେ କଟକ ଜିଲ୍ଲା ବାଙ୍କୀ ଓ ଡମପଡ଼ା ବ୍ଲକ୍ ର ତିନିଜଣ କୃଷକ ଜିଲ୍ଲାରେ ପ୍ରଥମ ଥର ପାଇଁ ଉତ୍ପାଦନ କରିଥିବା ଷ୍ଟ୍ରବେରୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରଦର୍ଶିତ କରୁଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମଠାରେ ଆୟୋଜିତ 'ଜିଲ୍ଲାସ୍ତରୀୟ ୭୭ ତମ…

26 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମଠାରେ ଆୟୋଜିତ 'ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ' ସମାରୋହ ଅବସରରେ ଯୋଗ ଦେଇ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ।ଦେଶର ମହାନ୍‌ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସହିତ ଭାରତକୁ ମୁକ୍ତିର ଆଲୋକ ଦେଖାଇବା ପାଇଁ ସଂଗ୍ରାମ କରିଥିବା ଲକ୍ଷ ଲକ୍ଷ ବୀର ସଂଗ୍ରାମୀଙ୍କ ପ୍ରତି ସମ୍ମାନ ଜଣାଇବା…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ୭୭ତମ ଗଣତନ୍ତ୍ର ଦିବସ ଅବସରରେ…

26 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ୭୭ତମ ଗଣତନ୍ତ୍ର ଦିବସ ଅବସରରେ ଚଳିତ ବର୍ଷ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହୋଇଥିବା କଟକ ଜିଲ୍ଲାର ବିଶିଷ୍ଟ ବ୍ୟକ୍ତିତ୍ୱ ଶ୍ରୀ ଶରତ କୁମାର ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ୭୭ତମ…

ଐତିହାସିକ କଟକ ସହରର ବାରବାଟୀ ଷ୍ଟାଡିୟମଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ।

26 Jan, 2026

ଆଜି ଐତିହାସିକ କଟକ ସହରର ବାରବାଟୀ ଷ୍ଟାଡିୟମଠାରେ ୭୭ତମ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କଲି। ଏହି ଗୌରବମୟ ଅବସରରେ ଆମ ସମ୍ବିଧାନର ମୂଲ୍ୟବୋଧକୁ ସ୍ମରଣ କରିବା ସହ ଦେଶର ବୀର ସଂଗ୍ରାମୀ ଓ ଅମର ଶହୀଦମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଗତ ୧୯ ମାସ ମଧ୍ୟରେ ଆମ ସରକାର 'ସବ୍‌କା ସାଥ୍, ସବ୍‌କା ବିକାଶ'…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |