ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର…

23 Jan, 2026

ଆଜି, ତାଙ୍କ ଫେରିବା ପରେ, ମୁଁ ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ ଜୀଙ୍କୁ ବିଦାୟକାଳୀନ ଶୁଭେଚ୍ଛା ଜଣାଇଲି, ଯିଏ 'ପରାକ୍ରମ ଦିବସ' ଉତ୍ସବରେ ଯୋଗଦେବା ପାଇଁ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ କଟକରୁ ମାନ୍ୟବର…

ପରାକ୍ରମ ଦିବସ ଅବସରରେ, କଟକ ଓଡ଼ିଆ ବଜାରର ନେତାଜୀଙ୍କ ଜନ୍ମସ୍ଥାନ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମ।

23 Jan, 2026

ପରାକ୍ରମ ଦିବସ ଅବସରରେ, କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ, ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ ଏବଂ ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି, ଦେଶମାତା ର ସାହସୀ ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କୁ ସ୍ମରଣ କରିଥିଲେ।  କଟକର ଏହି ପବିତ୍ର ମାଟିରେ ଜନ୍ମିତ ନେତାଜୀଙ୍କ…

ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନ୍, ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି, ଏବଂ…

23 Jan, 2026

ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନ୍, ମାନ୍ୟବର ରାଜ୍ୟପାଳ  ଡକ୍ଟର ହରି ବାବୁ କମ୍ଭମପାଟି, ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ସଂସ୍କୃତି ଭବନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀ ଅବସରରେ ଆୟୋଜିତ ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ନେତାଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ…

ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନ୍ କଟକର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ…

23 Jan, 2026

ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନ୍ କଟକର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ଫିଲାଟେଲିକ୍ ଗ୍ୟାଲେରୀକୁ ଉଦଘାଟନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |