ମୟୂରଭଞ୍ଜର ବିକାଶମୂଳକ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ଓ ବିଧାୟକଙ୍କ ଆଲୋଚନା

24 Aug, 2026

ମୟୂରଭଞ୍ଜର ସାଂସଦ ମାନ୍ୟବର ଶ୍ରୀ ନବ ଚରଣ ମାଝୀ ଅନ୍ୟାନ୍ୟ ମାନ୍ୟବର ବିଧାୟକମାନଙ୍କ ସହ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ । ଏହି ଅବସରରେ ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ ।

ଜନସାଧାରଣଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ, ତ୍ୱରିତ ସମାଧାନ ପାଇଁ ବିଭାଗକୁ ନିର୍ଦ୍ଦେଶ

24 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି 'ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ'ରେ ଜନସାଧାରଣଙ୍କ ସମସ୍ୟା ସିଧାସଳଖ ଶୁଣିବା ସହ ସମୟସୀମା ମଧ୍ୟରେ ତ୍ୱରିତ ଓ ନିର୍ଣ୍ଣାୟକ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଶାସନକୁ ଅଧିକ ସ୍ୱଚ୍ଛ, ଉତ୍ତରଦାୟୀ ଓ ଜନକୈନ୍ଦ୍ରିକ କରି ସମାଜର ପ୍ରତ୍ୟେକ ନାଗରିକଙ୍କ ପାଖରେ ସରକାରୀ…

ସଫେଇ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ: ପ୍ରତିବର୍ଷ ଅଗଷ୍ଟ ଚତୁର୍ଥ ଶନିବାର ‘ଗରିମା ଦିବସ’

22 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ 'ଗରିମା ଦିବସ ୨୦୨୬' ଅବସରରେ "ମିଶନ୍ ଜିରୋ: ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ" ଶୀର୍ଷକ ଜାତୀୟ କର୍ମଶାଳାର ଉଦ୍‌ଘାଟନ କରିବା ସହ ପ୍ରତିବର୍ଷ ଅଗଷ୍ଟ ମାସର ଚତୁର୍ଥ ଶନିବାରକୁ 'ଗରିମା ଦିବସ' ଭାବେ ପାଳନ କରାଯିବ ବୋଲି ଘୋଷଣା କରିଛନ୍ତି ।"ଯେଉଁ ହାତ ଆମକୁ ସ୍ୱଚ୍ଛତା ଦିଏ, ସେହି ହାତର ଗରିମା…

କଳିଙ୍ଗ ଷ୍ଟାଡିୟମରେ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ସିଲଭର୍ ୨୦୨୬’: ମୁଖ୍ୟ ଅତିଥି ଭାବେ ଯୋଗଦେଲେ…

22 Aug, 2026

ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡ଼ିୟମଠାରେ ଆୟୋଜିତ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ସିଲଭର୍ ୨୦୨୬’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଆଗାଧୁ ଆଥଲେଟ୍‌ମାନଙ୍କର ସକ୍ରିୟ ଅଂଶଗ୍ରହଣ ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ବର୍ଦ୍ଧିତ ସୁଖ୍ୟାତି ଓ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |