ବାଣପୁରଗସ୍ତ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ଭଗବତୀ ମନ୍ଦିର ପରିଦର୍ଶନ କରିଛନ୍ତି।

07 Jan, 2026

ବାଣପୁରଗସ୍ତ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ଭଗବତୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ମା’ ଭଗବତୀଙ୍କ ଦର୍ଶନ କରିବା ସହ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମା’ ଭଗବତୀ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଣପୁରରେ ୧୧୮ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର…

07 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଣପୁରରେ ୧୧୮ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବିଶିଷ୍ଟ ସମାଜ ସଂସ୍କାରକ ଏବଂ ଶିକ୍ଷାବିତ୍ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ, ଜାତୀୟ ଶିକ୍ଷା ନୀତି ୨୦୨୦ ସହିତ ସମନ୍ୱିତ ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରର ଶିକ୍ଷାକୁ…

ରାଜ୍ୟର ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି।

07 Jan, 2026

ରାଜ୍ୟର ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟର ୧୧୮ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଅଧୀନରେ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା…

06 Jan, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଉପସ୍ଥିତ ଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |