• କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇର ଅବ୍ୟବହିତ ପୂର୍ବରୁ ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ଭୁବନେଶ୍ୱରଠାରେ ଆୟୋଜିତ ‘ସି.ଏମ୍-କିଷାନ୍’ କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ ୪୧ ଲକ୍ଷରୁ ଅଧିକ ପରିବାରଙ୍କ ବ୍ୟାଙ୍କ ଖାତାକୁ ସି.ଏମ୍-କିଷାନ୍ ଯୋଜନାର ପଞ୍ଚମ କିସ୍ତି ସହାୟତା ରାଶି ବାବଦରେ ୮୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଡିବିଟି (DBT) ମାଧ୍ୟମରେ ସିଧାସଳଖ ହସ୍ତାନ୍ତର କରିଛନ୍ତି । ଏହି ଅର୍ଥ ଆଗାମୀ ରବି ଫସଲ ପାଇଁ ଅତ୍ୟାବଶ୍ୟକ କୃଷି ସାମଗ୍ରୀ କ୍ରୟ କରିବାରେ ବିଶେଷ ସହାୟକ ହେବ । 'ସମୃଦ୍ଧ କୃଷକ ଯୋଜନା'ରେ ଧାନର କ୍ୱିଣ୍ଟାଲ ପିଛା ଉଚିତ୍ ମୂଲ୍ୟ ପ୍ରଦାନ, ଆନୁଷଙ୍ଗିକ କୃଷିକୁ ପ୍ରୋତ୍ସାହନ ଏବଂ 'କୃଷି

04 Sep, 2026

୪୧ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ମିଳିଲା ‘ସିଏମ୍-କିଷାନ୍’ର ପଞ୍ଚମ କିସ୍ତି: ଡିବିଟି ମାଧ୍ୟମରେ ୮୩୩ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର

କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇର ଅବ୍ୟବହିତ ପୂର୍ବରୁ ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ଭୁବନେଶ୍ୱରଠାରେ ଆୟୋଜିତ ‘ସି.ଏମ୍-କିଷାନ୍’ କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ ୪୧ ଲକ୍ଷରୁ ଅଧିକ ପରିବାରଙ୍କ ବ୍ୟାଙ୍କ ଖାତାକୁ ସି.ଏମ୍-କିଷାନ୍ ଯୋଜନାର ପଞ୍ଚମ କିସ୍ତି ସହାୟତା ରାଶି ବାବଦରେ ୮୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଡିବିଟି (DBT) ମାଧ୍ୟମରେ ସିଧାସଳଖ ହସ୍ତାନ୍ତର କରିଛନ୍ତି । ଏହି ଅର୍ଥ ଆଗାମୀ ରବି ଫସଲ ପାଇଁ ଅତ୍ୟାବଶ୍ୟକ କୃଷି ସାମଗ୍ରୀ କ୍ରୟ କରିବାରେ ବିଶେଷ ସହାୟକ ହେବ । 'ସମୃଦ୍ଧ କୃଷକ ଯୋଜନା'ରେ ଧାନର କ୍ୱିଣ୍ଟାଲ ପିଛା ଉଚିତ୍ ମୂଲ୍ୟ ପ୍ରଦାନ, ଆନୁଷଙ୍ଗିକ କୃଷିକୁ ପ୍ରୋତ୍ସାହନ ଏବଂ 'କୃଷି ବିଦ୍ୟାନିଧି' ମାଧ୍ୟମରେ ଚାଷୀ ପରିବାରର ସନ୍ତାନମାନଙ୍କୁ ମାଗଣା ବୈଷୟିକ ଶିକ୍ଷା ପ୍ରଦାନ କରି ଚାଷୀଙ୍କ ସାମାଜିକ ଓ ଆର୍ଥିକ ସୁରକ୍ଷା ନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |