୭୭ ତମ ଗଣତନ୍ତ୍ର ଦିବସ ଅବସରରେ କଟକ ଜିଲ୍ଲା ବାଙ୍କୀ ଓ ଡମପଡ଼ା ବ୍ଲକ୍ ର ତିନିଜଣ କୃଷକ ଜିଲ୍ଲାରେ ପ୍ରଥମ ଥର ପାଇଁ ଉତ୍ପାଦନ କରିଥିବା ଷ୍ଟ୍ରବେରୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରଦର୍ଶିତ କରୁଛନ୍ତି ।
26 Jan, 2026

୭୭ ତମ ଗଣତନ୍ତ୍ର ଦିବସ ଅବସରରେ କଟକ ଜିଲ୍ଲା ବାଙ୍କୀ ଓ ଡମପଡ଼ା ବ୍ଲକ୍ ର ତିନିଜଣ କୃଷକ ଜିଲ୍ଲାରେ ପ୍ରଥମ ଥର ପାଇଁ ଉତ୍ପାଦନ କରିଥିବା ଷ୍ଟ୍ରବେରୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରଦର୍ଶିତ କରୁଛନ୍ତି ।

୭୭ ତମ ଗଣତନ୍ତ୍ର ଦିବସ ଅବସରରେ କଟକ ଜିଲ୍ଲା ବାଙ୍କୀ ଓ ଡମପଡ଼ା ବ୍ଲକ୍ ର ତିନିଜଣ କୃଷକ ଜିଲ୍ଲାରେ ପ୍ରଥମ ଥର ପାଇଁ ଉତ୍ପାଦନ କରିଥିବା ଷ୍ଟ୍ରବେରୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରଦର୍ଶିତ କରୁଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |