• ଆବୁଧାବିରେ IHC ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ, ଓଡ଼ିଶାରେ ପୁଞ୍ଜିନିବେଶ ନେଇ ଆଲୋଚନା
  • ଆବୁଧାବିରେ IHC ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ, ଓଡ଼ିଶାରେ ପୁଞ୍ଜିନିବେଶ ନେଇ ଆଲୋଚନା
  • ଆବୁଧାବିରେ IHC ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ, ଓଡ଼ିଶାରେ ପୁଞ୍ଜିନିବେଶ ନେଇ ଆଲୋଚନା
09 Sep, 2026

ଆବୁଧାବିରେ IHC ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ, ଓଡ଼ିଶାରେ ପୁଞ୍ଜିନିବେଶ ନେଇ ଆଲୋଚନା

ଆବୁଧାବିଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଇଣ୍ଟରନ୍ୟାସନାଲ ହୋଲ୍ଡିଂ କମ୍ପାନୀ’ (IHC) ର ସଭାପତି ଓ ପ୍ରତିନିଧିମାନଙ୍କ ସହ ଏକ ଉଚ୍ଚସ୍ତରୀୟ ଗୋଲଟେବୁଲ ବୈଠକରେ ପୁଞ୍ଜିନିବେଶ ଓ ଶିଳ୍ପ ସହଯୋଗ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଆଲୋଚନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଓଡ଼ିଶାର ଶିଳ୍ପ ସମ୍ଭାବନାକୁ ପ୍ରଦର୍ଶିତ କରି ରାଜ୍ୟକୁ ଏକ ପ୍ରମୁଖ ବିଶ୍ୱ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବେ ସୁପ୍ରତିଷ୍ଠିତ କରିବା ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |