ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ। ଏହି ପବିତ୍ର ତିଥିରେ କଟକ ବିଦ୍ୟାଧରପୁର ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି।
20 Apr, 2026

ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ। ଏହି ପବିତ୍ର ତିଥିରେ କଟକ ବିଦ୍ୟାଧରପୁର ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି।

ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ। ଏହି ପବିତ୍ର ତିଥିରେ କଟକ ବିଦ୍ୟାଧରପୁର ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପୂଜାର୍ଚ୍ଚନା କରିବା ସହ ଶୁଭ ଅକ୍ଷିମୁଠି ଅନୁକୂଳ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଛି।  
ଆମ କୃଷି ସଂସ୍କୃତିର ପ୍ରତୀକ ଏହି ମହାନ ପର୍ବ କୃଷକମାନଙ୍କ ଜୀବନରେ ନୂତନ ଆଶା ଓ ଉନ୍ନତିର ବାର୍ତ୍ତା ନେଇ ଆସୁ। ଓଡ଼ିଶାର କୃଷକମାନଙ୍କ ମୁହଁରେ ହସ ଫୁଟାଇବା ଏବଂ କୃଷିର ସର୍ବାଙ୍ଗୀନ ବିକାଶ କରିବା ଆମ ସରକାରଙ୍କ ପ୍ରମୁଖ ଲକ୍ଷ୍ୟ। ଚଳିତ ବର୍ଷ ଭଲ ଫସଲ ହେବା ସହ ରାଜ୍ୟର ଅନ୍ନଦାତା ସମୃଦ୍ଧ ହୁଅନ୍ତୁ, ଏହା ହିଁ ମହାପ୍ରଭୁଙ୍କ ନିକଟରେ ମୋର କାମନା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |