• ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟମନ୍ତ୍ରୀଙ୍କ ମାଲ୍ୟାର୍ପଣ
  • ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟମନ୍ତ୍ରୀଙ୍କ ମାଲ୍ୟାର୍ପଣ
  • ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟମନ୍ତ୍ରୀଙ୍କ ମାଲ୍ୟାର୍ପଣ
19 Oct, 2026

ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟମନ୍ତ୍ରୀଙ୍କ ମାଲ୍ୟାର୍ପଣ

ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମହାନ ସାହିତ୍ୟିକ ତଥା ଓଡ଼ିଆ ଭାଷା ସାହିତ୍ୟର ଅନନ୍ୟ ସାଧକ ବିଶ୍ୱନାଥ କରଙ୍କ ସ୍ମୃତିଚାରଣ କରାଯାଇଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |