ବାଣପୁରଗସ୍ତ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ଭଗବତୀ ମନ୍ଦିର ପରିଦର୍ଶନ କରିଛନ୍ତି।
07 Jan, 2026

ବାଣପୁରଗସ୍ତ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ଭଗବତୀ ମନ୍ଦିର ପରିଦର୍ଶନ କରିଛନ୍ତି।

ବାଣପୁରଗସ୍ତ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ଭଗବତୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ମା’ ଭଗବତୀଙ୍କ ଦର୍ଶନ କରିବା ସହ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମା’ ଭଗବତୀ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରି ମା’ଙ୍କର ଏହି କାର୍ଯ୍ୟ ଯଥା ଶୀଘ୍ର ସାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |