• ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ
  • ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ
31 Oct, 2026

ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ଏବଂ ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପ୍ରଭାବିତ ଅଞ୍ଚଳରେ ଉଦ୍ଧାର, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କ ସୁରକ୍ଷା ଓ ଆବଶ୍ୟକ ସହାୟତା ପ୍ରଦାନକୁ ସର୍ବାଧିକ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |