ବିଦ୍ୟାଳୟ କେବଳ ପାଠପଢ଼ାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ ବୋଲି କେନ୍ଦୁଝର ଜିଲ୍ଲା ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
12 Apr, 2026

ବିଦ୍ୟାଳୟ କେବଳ ପାଠପଢ଼ାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ ବୋଲି କେନ୍ଦୁଝର ଜିଲ୍ଲା ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର

ବିଦ୍ୟାଳୟ କେବଳ ପାଠପଢ଼ାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ ବୋଲି କେନ୍ଦୁଝର ଜିଲ୍ଲା ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି । 
ଏହି ବିଦ୍ୟାଳୟ ପିଏମ ଶ୍ରୀ ଯୋଜନାରେ ସାମିଲ ହୋଇଥିବାରୁ ଏଠାରେ ଆଧୁନିକ ଭିତ୍ତିଭୂମି, ଡିଜିଟାଲ୍ ଶିକ୍ଷା, ସ୍ମାର୍ଟ କ୍ଲାସ୍‌ରୁମ୍ ଓ ନବସୃଜନମୂଳକ ପାଠ୍ୟ ପ୍ରଣାଳୀର ଉନ୍ନତି ହେବ। 
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା:- 
✅ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ନିର୍ମାଣ ହେବ ନୂତନ ଅଡିଟୋରିୟମ 
✅ବାବା କୁଶଳେଶ୍ୱର ମହାଦେବ ପୀଠର ବିକାଶ ନିମନ୍ତେ ୩ କୋଟି ୭ ଲକ୍ଷ ଟଙ୍କା ବିନିଯୋଗ କରାଯିବ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |