ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
02 Jan, 2026

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |