ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ଯୋଗ ଦେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
30 Dec, 2025

ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ଯୋଗ ଦେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

୧ ହଜାର ୩୬୨ କୋଟି ଟଙ୍କାରୁ ଊର୍ଦ୍ଧ୍ୱର ୧୨୩ ଟି ପ୍ରକଳ୍ପର ଶିଳାନ୍ୟାସ ତଥା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

୯୮୦.୫୮ କୋଟି ଟଙ୍କା ବ୍ୟୟରେ ୮୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ୩୮୨ କୋଟି ୨୬ ଲକ୍ଷ ଟଙ୍କା ମୂଲ୍ୟର ୩୮ ଟି ପ୍ରକଳ୍ପର ଉଦ୍‌ଘାଟନ

ଧନୁଯାତ୍ରା ପାଇଁ ସ୍ୱତନ୍ତ୍ର ରଙ୍ଗମହଲ ମଞ୍ଚ (୧୨.୮୦ କୋଟି ଟଙ୍କା) ର ହେଲା ଶିଳାନ୍ୟାସ

ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ପାଇଁ ବକ୍ସ କଣ୍ଡୁଇଟ୍, (ବୟବରାଦ - ୩୦. ୧୭ କୋଟି), ଜିରା ନଦୀରେ ଅନ୍ତଃନଦୀ ଜଳାଶୟ (ବୟବରାଦ- ୧୧୪.୮୭ କୋଟି)

ବରଗଡ଼ ଜିଲ୍ଳା ପାଇଁ ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ୩୮୦ କୋଟି ଟଙ୍କାର ୪ଟି ନୂଆ ପ୍ରକଳ୍ପ ଘୋଷଣା:-

ଜିରା ନଦୀ ଉପରେ ଏକ ସ୍ୱେରେଜ୍ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ- ୧୩୨ କୋଟି ଟଙ୍କା , ହାଟପଦା ଠାରେ ଏକ ଭେଣ୍ଡିଙ୍ଗ୍ ଜୋନ୍‌ର ବିକାଶ- ୩୦ କୋଟି ଟଙ୍କା, ବରଗଡ଼ ସଦରରେ ଅଟଳ ବସ୍‌ଷ୍ଟାଣ୍ଡ - ୬୫ କୋଟି ଟଙ୍କା, ଗ୍ରୀଣ୍ଡୋଲା ଠାରେ ଅନ୍ତନଦୀ ଜଳାଶୟ- ୧୫୦ କୋଟି ଟଙ୍କା

"ଧନୁଯାତ୍ରା ହେଉଛି ଭାରତର ସାଂସ୍କୃତିକ ଅର୍ଥନୈତିକ ମଡେଲର ଉଦାହରଣ। ଧନୁଯାତ୍ରା ୟୁନେସ୍କୋ ମାନ୍ୟତା ପାଇଁ ଉଦ୍ୟମ ଜାରି ରହିଛି" - ମାନ୍ୟବର ମୁଖ୍ୟମନ୍ତ୍ରୀ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |