• ଓଡ଼ିଶାର ବନ୍ୟା ପ୍ରଭାବିତ ଜନସାଧାରଣଙ୍କ ସହାୟତା ପାଇଁ ଆଗେଇ ଆସିଛି ଆଇଏମ୍‌ଏଫ୍‌ଏ (IMFA) ଗ୍ରୁପ୍ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କ ପ୍ରତି ସହାନୁଭୂତି ଓ ଏକତା ପ୍ରକାଶ କରି ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ (CMRF)କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଆଜି ଲୋକସେବା ଭବନଠାରେ IMFA ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶୁଭ୍ରକାନ୍ତ ପଣ୍ଡା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଏହି ସହାୟତା ରାଶିର ଚେକ୍ ହସ୍ତାନ୍ତର କରିଛନ୍ତି ।
20 Aug, 2026

ବନ୍ୟା ପ୍ରଭାବିତଙ୍କ ସହାୟତା ପାଇଁ CMRFକୁ ୧ କୋଟି ଟଙ୍କା ଦେଲା IMFA ଗ୍ରୁପ୍

ଓଡ଼ିଶାର ବନ୍ୟା ପ୍ରଭାବିତ ଜନସାଧାରଣଙ୍କ ସହାୟତା ପାଇଁ ଆଗେଇ ଆସିଛି ଆଇଏମ୍‌ଏଫ୍‌ଏ (IMFA) ଗ୍ରୁପ୍ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କ ପ୍ରତି ସହାନୁଭୂତି ଓ ଏକତା ପ୍ରକାଶ କରି ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ (CMRF)କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଆଜି ଲୋକସେବା ଭବନଠାରେ IMFA ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶୁଭ୍ରକାନ୍ତ ପଣ୍ଡା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଏହି ସହାୟତା ରାଶିର ଚେକ୍ ହସ୍ତାନ୍ତର କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |