• ବୋରୋଜ୍‌ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ପେଟ୍ରୋକେମିକାଲ୍ କ୍ଷେତ୍ରରେ ନିବେଶ ଉପରେ ଗୁରୁତ୍ୱ ଦିଆଯାଇଛି

09 Sep, 2026

ବୋରୋଜ୍‌ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ପେଟ୍ରୋକେମିକାଲ୍ କ୍ଷେତ୍ରରେ ନିବେଶ ଉପରେ ଗୁରୁତ୍ୱ ଦିଆଯାଇଛି

ଆବୁଧାବିଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୋରୋଜ୍‌ର ସିଇଓ ଶ୍ରୀ ହାଜିମ୍ ସୁଲତାନ ଅଲ୍ ସୁୱାଇଦିଙ୍କ ସହ ଏକାନ୍ତ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ ପେଟ୍ରୋକେମିକାଲ୍ କ୍ଷେତ୍ରରେ ନିବେଶ ସମ୍ଭାବନା, ଡାଉନ୍‌ଷ୍ଟ୍ରିମ୍ ଶିଳ୍ପର ବିକାଶ ଏବଂ ଭାଲ୍ୟୁ ଚେନ୍‌ର ସମ୍ପ୍ରସାରଣ ଉପରେ ଆଲୋଚନା ହୋଇଥିଲା । ଦୀର୍ଘମିଆଦୀ ଶିଳ୍ପ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |