• ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।
03 Aug, 2026

ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |