• ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ‘ପିଏମ୍ କିଷାନ ଉତ୍ସବ’, ଓଡ଼ିଶାର ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀ ପରିବାରଙ୍କୁ ୨୪ତମ କିସ୍ତି ପ୍ରଦାନ

30 Oct, 2026

ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ‘ପିଏମ୍ କିଷାନ ଉତ୍ସବ’, ଓଡ଼ିଶାର ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀ ପରିବାରଙ୍କୁ ୨୪ତମ କିସ୍ତି ପ୍ରଦାନ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରସ୍ଥିତ ରାଜ୍ୟସ୍ତରୀୟ 'ପିଏମ୍ କିଷାନ ଉତ୍ସବ'ରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି ।

ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବନାସକାଣ୍ଠାରୁ ଆଭାସୀ ମାଧ୍ୟମରେ ଦେଶବ୍ୟାପୀ 'ପିଏମ୍-କିଷାନ' ଯୋଜନାର ୨୪ତମ କିସ୍ତି ପ୍ରଦାନର ଶୁଭାରମ୍ଭ କରିଥିବା ବେଳେ ଏହି ଅବସରରେ ଓଡ଼ିଶାର ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଯୋଗ୍ୟ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ DBT ଜରିଆରେ ସିଧାସଳଖ ସହାୟତା ରାଶି ହସ୍ତାନ୍ତର କରାଯାଇଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |