• ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ବିଜୟୀ ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା, ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ପୁରସ୍କାର

16 Oct, 2026

ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ବିଜୟୀ ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା, ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ପୁରସ୍କାର

ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ହାସଲ କରି ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ କଳିଙ୍ଗ ଷ୍ଟାଡିଅମଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ  ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି । ଉଭୟ ଦଳର ଚାମ୍ପିଅନ ହେବା ସମଗ୍ର ଦେଶ ପାଇଁ ଗର୍ବର ବିଷୟ ବୋଲି ଉଲ୍ଲେଖ କରିବା ସହ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଖେଳାଳିଙ୍କୁ ₹୧୧ ଲକ୍ଷ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ₹୫.୫୦ ଲକ୍ଷ ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରିଛନ୍ତି ।  

କ୍ରୀଡା ଓ କ୍ରୀଡ଼ାବିତ୍‌ଙ୍କ ପ୍ରତି ପ୍ରତିବଦ୍ଧତା ଦୋହରାଇ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ସର୍ବଦା ଖେଳାଳିମାନଙ୍କ ସଫଳତାର ପ୍ରମୁଖ ସହଯୋଗୀ ହୋଇ ରହିବ ଏବଂ ରାଜ୍ୟକୁ ଦେଶର ଅଗ୍ରଣୀ କ୍ରୀଡ଼ା ରାଜଧାନୀ ଭାବେ ଗଢ଼ିତୋଳିବାକୁ ସରକାର ସଂକଳ୍ପବଦ୍ଧ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |