• ଏସ୍.ସି.ବି. ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଭିତ୍ତିଭୂମି ଉନ୍ନତିକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

19 Aug, 2026

ଏସ୍.ସି.ବି. ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଭିତ୍ତିଭୂମି ଉନ୍ନତିକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ କଟକସ୍ଥିତ ଏସ୍.ସି.ବି. ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର କାର୍ଯ୍ୟକାରୀ ହେଉଥିବା ବିକାଶମୂଳକ ପ୍ରକଳ୍ପସମୂହ ଏବଂ ଭିତ୍ତିଭୂମି ସୁଦୃଢ଼ୀକରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ।  ଉକ୍ତ ସମୀକ୍ଷା ବୈଠକରେ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପସମୂହର ଅଗ୍ରଗତି, ଚିକିତ୍ସା ସେବାର ସୁଦୃଢ଼ୀକରଣ ଏବଂ ରୋଗୀ ସେବାର ଗୁଣବତ୍ତା ବୃଦ୍ଧି ଉପରେ ବିଶେଷ ଗୁରୁତ୍ୱାରୋପ କରାଯାଇଥିଲା ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |