ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର କଳେବର ସମ୍ପର୍କରେ ଲୋକସେବା ଭବନଠାରେ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି
07 Apr, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର କଳେବର ସମ୍ପର୍କରେ ଲୋକସେବା ଭବନଠାରେ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି

ବିଦ୍ୟାଳୟ ପାଇଁ ଜାଗା ଚିହ୍ନଟ, ବିଦ୍ୟାଳୟ ବିଲ୍‌ଡିଂର ଢାଞ୍ଚା ସମେତ ଖେଳ ପଡ଼ିଆ ନିର୍ମାଣ, ବହୁମୁଖୀ ହଲ୍ ନିର୍ମାଣ ବିଷୟରେ ବୈଠକରେ  ଆଲୋଚନା ହୋଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କ ପାଇଁ ଅଧିକ ଜମି ଅଧିଗ୍ରହଣ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ଶାସନ ସଚିବ, ଓସେପା ନିର୍ଦ୍ଦେଶିକା ଉପସ୍ଥିତ ଥିଲେ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |