• କେନ୍ଦୁଝରରେ ବୈଷୟିକ ବାଣିଜ୍ୟିକ ପ୍ରତିଷ୍ଠାନର ଭିତ୍ତିପ୍ରସ୍ତର ସ୍ଥାପନ, ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଓ ନିଯୁକ୍ତି ସୃଷ୍ଟିକୁ ମିଳିବ ଗୁରୁତ୍ୱ
  • କେନ୍ଦୁଝରରେ ବୈଷୟିକ ବାଣିଜ୍ୟିକ ପ୍ରତିଷ୍ଠାନର ଭିତ୍ତିପ୍ରସ୍ତର ସ୍ଥାପନ, ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଓ ନିଯୁକ୍ତି ସୃଷ୍ଟିକୁ ମିଳିବ ଗୁରୁତ୍ୱ
06 Nov, 2026

କେନ୍ଦୁଝରରେ ବୈଷୟିକ ବାଣିଜ୍ୟିକ ପ୍ରତିଷ୍ଠାନର ଭିତ୍ତିପ୍ରସ୍ତର ସ୍ଥାପନ, ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଓ ନିଯୁକ୍ତି ସୃଷ୍ଟିକୁ ମିଳିବ ଗୁରୁତ୍ୱ

ଆଜି କେନ୍ଦୁଝରରେ ବୈଷୟିକ ବାଣିଜ୍ୟିକ ପ୍ରତିଷ୍ଠାନର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସ୍ଥାନୀୟ ଯୁବପିଢ଼ିଙ୍କୁ ନିଯୁକ୍ତିକ୍ଷମ ତଥା ଆତ୍ମନିର୍ଭରଶୀଳ କରିବା ଏବଂ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବା ଏହାର ମୁଖ୍ୟ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |