• କେନ୍ଦୁଝରରେ ସ୍ୱାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାକୁ ନୂଆ ଦିଗ: ଦନ୍ତ ଓ ନର୍ସିଂ ମହାବିଦ୍ୟାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

06 Nov, 2026

କେନ୍ଦୁଝରରେ ସ୍ୱାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାକୁ ନୂଆ ଦିଗ: ଦନ୍ତ ଓ ନର୍ସିଂ ମହାବିଦ୍ୟାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଦନ୍ତ ଚିକିତ୍ସା ମହାବିଦ୍ୟାଳୟ (Dental College) ଏବଂ ନର୍ସିଂ ମହାବିଦ୍ୟାଳୟ (Nursing College) ସମେତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଜିଲ୍ଲା ତଥା ଆଖପାଖ ଅଞ୍ଚଳରେ ଉଚ୍ଚମାନର ଚିକିତ୍ସା ସୁବିଧା ଏବଂ ଡାକ୍ତରୀ ଶିକ୍ଷାର ସୁଦୃଢ଼ୀକରଣ ଦିଗରେ ଏହା ଏକ ଐତିହାସିକ ପଦକ୍ଷେପ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |