କଳାହାଣ୍ଡିରେ ବିକାଶର ନୂଆ ଅଧ୍ୟାୟ, 'କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬'ର ଉଦ୍‌ଯାପନୀ ଉତ୍ସବରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ।
18 Jan, 2026

✅ ୮୯୧.୩୯ କୋଟି ଟଙ୍କାର ୩୬୧୨ ଟି ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ
✅ ୧୯୩.୩୬ କୋଟି ଟଙ୍କାର ୯୭୧ଟି ପ୍ରକଳ୍ପର ଉଦ୍‌ଘାଟନ 
✅ ୬୯୮.୩ କୋଟି ଟଙ୍କା ମୂଲ୍ୟର ୨୬୪୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ 
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା 
✅ ୩,୩୨୫ କୋଟି ଟଙ୍କା ବ୍ୟୟରେ ‘ଉତେଇ ରାଉଳ ଜଳସେଚନ ପ୍ରକଳ୍ପ’ କାର୍ଯ୍ୟ ଖୁବ୍‌ ଶୀଘ୍ର ଆରମ୍ଭ ହେବ
✅ କଳାହାଣ୍ଡିରୁ ନବରଙ୍ଗପୁର ପର୍ଯ୍ୟନ୍ତ ଅଞ୍ଚଳକୁ ‘କପା ଉତ୍ପାଦନ କ୍ଲଷ୍ଟର୍‌’ରେ ପରିଣତ କରାଯିବ
✅ ଭବାନୀପାଟଣାରେ ହେବ ଜନଶୁଣାଣି କାର୍ଯ୍ୟକ୍ରମ

"କଳାହାଣ୍ଡି ଓଡ଼ିଶାର ସବୁଠାରୁ ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ । କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ। ସମସ୍ତଙ୍କ ସହଯୋଗରେ କୃଷି କ୍ଷେତ୍ରରେ କଳାହାଣ୍ଡି, ରାଜ୍ୟରେ ୧ ନମ୍ୱର ସ୍ଥାନ ପାଇବ ।"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |