• କଳିଙ୍ଗ ଷ୍ଟାଡିୟମରେ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ସିଲଭର୍ ୨୦୨୬’: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

22 Aug, 2026

କଳିଙ୍ଗ ଷ୍ଟାଡିୟମରେ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ସିଲଭର୍ ୨୦୨୬’: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡ଼ିୟମଠାରେ ଆୟୋଜିତ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ସିଲଭର୍ ୨୦୨୬’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଆଗାଧୁ ଆଥଲେଟ୍‌ମାନଙ୍କର ସକ୍ରିୟ ଅଂଶଗ୍ରହଣ ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ବର୍ଦ୍ଧିତ ସୁଖ୍ୟାତି ଓ ସାମର୍ଥ୍ୟକୁ ପ୍ରତିଫଳିତ କରିଛି । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାର ସଫଳ ଆୟୋଜନ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ଓ ଉତ୍କର୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ସଂକଳ୍ପକୁ ଆହୁରି ସୁଦୃଢ଼ କରିବା ସହ ଓଡ଼ିଶାକୁ ଅନ୍ତର୍ଜାତୀୟ କ୍ରୀଡ଼ା କ୍ଷେତ୍ରରେ ଏକ ପ୍ରମୁଖ ପସନ୍ଦଯୋଗ୍ୟ ଗନ୍ତବ୍ୟସ୍ଥଳ ଭାବେ ପ୍ରତିଷ୍ଠିତ କରିପାରିଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |