• କଳିଙ୍ଗନଗରରେ ଶିଳ୍ପାୟନକୁ ନୂଆ ଗତି: ଜିନ୍ଦଲ ଷ୍ଟେନଲେସ୍ ଓ ଇମ୍ଫାର ନୂତନ କାରଖାନା ଉଦ୍‌ଘାଟିତ

14 Oct, 2026

କଳିଙ୍ଗନଗରରେ ଶିଳ୍ପାୟନକୁ ନୂଆ ଗତି: ଜିନ୍ଦଲ ଷ୍ଟେନଲେସ୍ ଓ ଇମ୍ଫାର ନୂତନ କାରଖାନା ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାଜପୁରର କଳିଙ୍ଗନଗରଠାରେ ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ୍ ଏବଂ ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜ୍ ଲିମିଟେଡ୍ (IMFA)ର ନୂତନ କାରଖାନାଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି । ଏହା ଓଡ଼ିଶାର ଶିଳ୍ପାୟନ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ଏହା ସହିତ, ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟକୁ ଆଗରେ ରଖି ଉତ୍ପାଦନ, ପୁଞ୍ଜିନିବେଶ ଓ ନିଯୁକ୍ତି କ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ କେନ୍ଦ୍ର ଭାବେ ପ୍ରତିଷ୍ଠିତ କରିବାର ଦିଗରେ ଏହା ଏକ ନୂତନ ଅଧ୍ୟାୟର ଶୁଭାରମ୍ଭ କରିଛି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |