କଟକର ଗତିରାଉତ ପାଟଣାଠାରେ ନବନିର୍ମିତ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି।
20 Apr, 2026

କଟକର ଗତିରାଉତ ପାଟଣାଠାରେ ନବନିର୍ମିତ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି।

କଟକର ଗତିରାଉତ ପାଟଣାଠାରେ ନବନିର୍ମିତ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହୋଇ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ଓ ଆଶୀର୍ବାଦ ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେଲା।
ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆଦର୍ଶ ଓ ମର୍ଯ୍ୟାଦା ଆମ ସମାଜ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ। ଏହି ଭବ୍ୟ ମନ୍ଦିର ଆଗାମୀ ଦିନରେ ଅଧ୍ୟାତ୍ମିକ ଚେତନାର ଏକ ପ୍ରମୁଖ କେନ୍ଦ୍ର ହେବା ସହ ଜନମାନସରେ ଶାନ୍ତି ଓ ସଦଭାବନା ଅତୁଟ ରଖିବ ବୋଲି ମୋର ବିଶ୍ୱାସ।
ପ୍ରଭୁ ଶ୍ରୀରାମଙ୍କ ନିକଟରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରୁଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |