ଖୋର୍ଦ୍ଧାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶିଳ୍ପ ସଂସ୍ଥା ପରିଦର୍ଶନ
24 May, 2026

ଖୋର୍ଦ୍ଧାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶିଳ୍ପ ସଂସ୍ଥା ପରିଦର୍ଶନ

​ଟ୍ରାଇମେଟ୍ରୋ ଗାର୍ମେଣ୍ଟସ ଓ ଆନାଡ୍ରୋନ୍ ସିଷ୍ଟମ୍ସ ପରିଦର୍ଶନ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ; କର୍ମଚାରୀଙ୍କ ସହ ସିଧାସଳଖ ଆଲୋଚନା
ଓଡ଼ିଶାରେ ଶିଳ୍ପାୟନର ପ୍ରସାର, ସ୍ଥାନୀୟ ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ଏବଂ ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାର ଦୁଇଟି ପ୍ରମୁଖ ଶିଳ୍ପ ସଂସ୍ଥା ପରିଦର୍ଶନ କରି ଏହା କହିଛନ୍ତି।
✅ ଶିଳ୍ପାଞ୍ଚଳରେ ଶ୍ରମିକ ତଥା କର୍ମଚାରୀମାନଙ୍କ ପାଇଁ ସୁବିଧା ସୁଯୋଗର ବିକାଶ ଉପରେ ଗୁରୁତ୍ୱାରୋପ 
✅ ଯୁବପିଢ଼ିଙ୍କ ଦକ୍ଷତା ବିକାଶ ସହ ସ୍ଥାନୀୟ ନିଯୁକ୍ତିକୁ ସର୍ବାଧିକ ଅଗ୍ରାଧିକାର ଦେବାକୁ ପରାମର୍ଶ
✅ ମହିଳା କର୍ମଜୀବୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଇଭି ବସ୍ ଓ ଅତ୍ୟାଧୁନିକ ହଷ୍ଟେଲ ଘୋଷଣା

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |