ଲୋକଙ୍କ ସରକାରରେ ଆହୁରି ତ୍ୱରାନ୍ୱିତ ହେବ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା।
23 Dec, 2025

ଲୋକଙ୍କ ସରକାରରେ ଆହୁରି ତ୍ୱରାନ୍ୱିତ ହେବ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା।

ଲୋକଙ୍କ ସରକାରରେ ଆହୁରି ତ୍ୱରାନ୍ୱିତ ହେବ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମଠାରେ ୧୫୦ ଗୋଟି ୧୦୮- ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି । ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ଏହି ସବୁ ଆମ୍ବୁଲାନ୍ସ ଲୋକଙ୍କ ପାଇଁ ସମୟୋଚିତ ଜରୁରୀକାଳୀନ ସେବା ସୁନିଶ୍ଚିତ କରିବାରେ ମହତ୍ୱପୂର୍ଣ୍ଣ ଭୂମିକା ତୁଲାଇବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |