• ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱର ସାଂସଦଙ୍କ ସୌଜନ୍ୟମୂଳକ ସାକ୍ଷାତ, ବିକାଶ ପ୍ରସଙ୍ଗରେ ଉଚ୍ଚସ୍ତରୀୟ ଆଲୋଚନା
19 Aug, 2026

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱର ସାଂସଦଙ୍କ ସୌଜନ୍ୟମୂଳକ ସାକ୍ଷାତ, ବିକାଶ ପ୍ରସଙ୍ଗରେ ଉଚ୍ଚସ୍ତରୀୟ ଆଲୋଚନା

ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ସାମଗ୍ରିକ ଓ ସମନ୍ୱିତ ବିକାଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗଗୁଡ଼ିକ ଉପରେ ଉଚ୍ଚସ୍ତରୀୟ ଆଲୋଚନା ଓ ସମୀକ୍ଷା କରାଯାଇଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |