ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୪ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟାନସିପ ଉଦଯାପନୀ ଅବସରରେ ଯୋଗ ଦେଇଛନ୍ତି।
21 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୪ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟାନସିପ ଉଦଯାପନୀ ଅବସରରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୪ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟାନସିପ ଉଦଯାପନୀ ଅବସରରେ ଯୋଗ ଦେଇଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗଦେଇ ସମସ୍ତ ବିଜେତା ଆଥଲେଟମାନଙ୍କୁ ପୁରସ୍କୃତ କରିବା ସହିତ ଆଗାମୀ ସମୟରେ ସମସ୍ତ ଖେଳରେ ନିଜର ପରିଶ୍ରମ ଅବ୍ୟାହତ ରଖିବା ପାଇଁ ପରାମର୍ଶ ଦେଇଛନ୍ତି।
ସମସ୍ତ ଆଥଲେଟମାନଙ୍କୁ ଆଗାମୀ ଏସିଆନ ପାରା ଗେମ୍ସରେ ଦେଶ ପାଇଁ ଗୌରବ ଆଣିବାକୁ କହିବା ସହ ଓଡ଼ିଶା କଣ୍ଟିଜେଣ୍ଟର ୪୦ଜଣ ଆଥଲେଟଙ୍କୁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଭାବେ ଅଭିନନ୍ଦନ ଜଣାଇଛନ୍ତି । ଚାମ୍ପିୟାନସିପ୍ ରେ ୨୮ଟି ରାଜ୍ୟର ୧୪୬୦ ଜଣ ପାରା-ଆଥଲେଟ୍ ଭାଗ ନେଇଥିଲେ। ଏହି ଚାମ୍ପିୟାନସିପ୍ ରେ ଓଡ଼ିଶା ୫ଟି ସ୍ବର୍ଣ୍ଣ ପଦକ ସହିତ ସମୁଦାୟ ୧୭ଟି ମେଡାଲ ପାଇଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |