ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ '୩୬ତମ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବ'କୁ ଉଦ୍‌ଘାଟନ କରିଛନ୍ତି ।
01 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ '୩୬ତମ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବ'କୁ ଉଦ୍‌ଘାଟନ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ '୩୬ତମ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବ'କୁ ଉଦ୍‌ଘାଟନ କରିଛନ୍ତି । 'କୋଣାର୍କ ଉତ୍ସବ' ହେଉଛି ଆମ ଓଡ଼ିଶାର ସାଂସ୍କୃତିକ ଅସ୍ମିତାର ଏକ ଉଜ୍ଜ୍ୱଳ ପରିଚୟ। ଏହି ଉତ୍ସବ କେବଳ ଓଡ଼ିଶାର କଳା ନୁହେଁ, ବରଂ ଓଡ଼ିଶାର ସାମଗ୍ରିକ ସଂସ୍କୃତିକୁ ବିଶ୍ବ ଦରବାରରେ ପହଞ୍ଚାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଣାର୍କ ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରଭାଗାଠାରେ '୧୫ତମ ଆନ୍ତର୍ଜାତିକ 'ବାଲୁକା କଳା ମହୋତ୍ସବ' ଏବଂ 'ସୁଭଦ୍ରା ଶକ୍ତି ମେଳା'କୁ ଉଦଘାଟନ କରିବା ସହ ବିଭିନ୍ନ ଷ୍ଟଲ ପରିଦର୍ଶନ କରିଛନ୍ତି ।
 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |