ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଇଛନ୍ତି।
03 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଇଛନ୍ତି। ଭିନ୍ନକ୍ଷମମାନଙ୍କ ସମସ୍ୟା ଉପରେ ସରକାର ସବୁବେଳେ ପ୍ରାଥମିକତା ଦେଇଛନ୍ତି। ସେମାନଙ୍କୁ ଉପଯୁକ୍ତ ଶିକ୍ଷା ଓ ଯତ୍ନ ପ୍ରଦାନ କରି ସାମାଜରେ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଲୋକଙ୍କ ସରକାର ଗୁରୁତ୍ୱ ଦେଇ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |