ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାବାସାହେବ ଭୀମ୍ ରାଓ ଆମ୍ବେଦକର ବସ୍ ଟର୍ମିନାଲ୍, ଭୁବନେଶ୍ୱରଠାରେ VFS ଗ୍ଲୋବାଲ୍ ଭିସା ସେବା କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି।
01 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାବାସାହେବ ଭୀମ୍ ରାଓ ଆମ୍ବେଦକର ବସ୍ ଟର୍ମିନାଲ୍, ଭୁବନେଶ୍ୱରଠାରେ VFS ଗ୍ଲୋବାଲ୍ ଭିସା ସେବା କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାବାସାହେବ ଭୀମ୍ ରାଓ ଆମ୍ବେଦକର ବସ୍ ଟର୍ମିନାଲ୍, ଭୁବନେଶ୍ୱରଠାରେ VFS ଗ୍ଲୋବାଲ୍ ଭିସା ସେବା କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ଏହା ରାଜ୍ୟବାସୀଙ୍କ ପାଇଁ ଆନ୍ତର୍ଜାତିକ ଭିସା ଆବେଦନ ସେବାକୁ ସହଜ କରିବା ସହ ବିଶ୍ୱସ୍ତରୀୟ ସଂଯୋଗକୁ ଆହୁରି ସୁଦୃଢ଼ କରିବ।
ଏହି କେନ୍ଦ୍ର ସ୍ଥାପିତ ହେବାଦ୍ବାରା ସମଗ୍ର ବିଶ୍ବ ସହିତ ଓଡ଼ିଶାର କନେକ୍ଟିଭିଟି ବୃଦ୍ଧିହେବ। ଜନସାଧାରଣଙ୍କୁ ନାଗରିକ କୈନ୍ଦ୍ରୀକ ସେବା ଯୋଗାଇଦେବାରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ଏହା ଏକ ପ୍ରତିଫଳନ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। 
✅ ପ୍ରଥମ ପର୍ଯ୍ୟାୟରେ ୧୦ଟି ଦେଶକୁ ଭିସା ସେବା, ପରେ ଅନ୍ୟାନ୍ୟ ଦେଶକୁ ଉପଲବ୍ଧ ହେବ ଭିସା ସୁବିଧା
✅ ଶିଳ୍ପ ଓ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ସହ ଆନ୍ତର୍ଜାତିକ ସମ୍ପର୍କ ମଜଭୁତ ହେବ
✅ ସୁଦୃଢ଼ ହେବ ଓଡ଼ିଶାର ଗ୍ଲୋବାଲ କନେକ୍ଟିଭିଟି ଭିତ୍ତିଭୂମି

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |