ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲିଅନ୍ତା OPTCL ଗ୍ରୀଡ଼ଠାରେ ଭୁବନେଶ୍ୱର ବିଦ୍ୟୁତ ଶକ୍ତି ବ୍ୟବସ୍ଥା ସମ୍ପ୍ରସାରଣ ସମ୍ପର୍କରେ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।
09 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲିଅନ୍ତା OPTCL ଗ୍ରୀଡ଼ଠାରେ ଭୁବନେଶ୍ୱର ବିଦ୍ୟୁତ ଶକ୍ତି ବ୍ୟବସ୍ଥା ସମ୍ପ୍ରସାରଣ ସମ୍ପର୍କରେ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲିଅନ୍ତା OPTCL ଗ୍ରୀଡ଼ଠାରେ ଭୁବନେଶ୍ୱର ବିଦ୍ୟୁତ ଶକ୍ତି ବ୍ୟବସ୍ଥା ସମ୍ପ୍ରସାରଣ ସମ୍ପର୍କରେ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ବାଲିଅନ୍ତା, ଖୋର୍ଦ୍ଧାଠାରେ ଭୁବନେଶ୍ୱର ବିଦ୍ୟୁତ୍ ଶକ୍ତି ବ୍ୟବସ୍ଥାର ସମ୍ପ୍ରସାରଣ ପାଇଁ ୬୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ଟି ଗ୍ରୀଡ଼ ସବଷ୍ଟେସନ ଏବଂ ୮ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସମିସନ ଲାଇନ ରାଜ୍ୟର ବିଦ୍ୟୁତ ସେବା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |