ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଜେଟ୍ ଆକଳନ, ୨୦୨୬-୨୭ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ବିବୃତ୍ତି ରଖିଛନ୍ତି ।
20 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଜେଟ୍ ଆକଳନ, ୨୦୨୬-୨୭ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ବିବୃତ୍ତି ରଖିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଜେଟ୍ ଆକଳନ, ୨୦୨୬-୨୭ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ବିବୃତ୍ତି ରଖିଛନ୍ତି ।  ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ସବୁ ବର୍ଗର  ଜନସାଧାରଣଙ୍କ ସ୍ୱପ୍ନ, ଆଶା ଓ ଆକାଂକ୍ଷା ପୂରଣ କରିବା ସହ ରାଜ୍ୟକୁ ବିକାଶର ଗତିପଥରେ ତ୍ଵରିତ ବେଗରେ ଅଗ୍ରସର କରାଇବା ଦିଗରେ ସହାୟକ ହେବ । ଏହି ବଜେଟ୍ କେବଳ ଆଗାମୀ ବର୍ଷର ଆୟ–ବ୍ୟୟର ହିସାବ ନୁହେଁ; ଏହା ଏକ ସମୃଦ୍ଧ, ସଶକ୍ତ ଏବଂ ସମାବେଶୀ ଓଡ଼ିଶା ଗଠନ ଦିଗରେ ଏକ ସୁଦୃଢ଼ ଓ ନିର୍ଣ୍ଣାୟକ ପଦକ୍ଷେପ ଅଟେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |