ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର, ଓୟୁଏଟି କୃଷି ଶିକ୍ଷା ସଦନ ପରିସରରେ ଆୟୋଜିତ 'ଆନ୍ତର୍ଜାତିକ ଶ୍ରମିକ ଦିବସ' ରାଜ୍ୟସ୍ତରୀୟ ସମାରୋହରେ ଯୋଗଦେଇ ଶ୍ରମିକ ସମାଜର ଅକ୍ଳାନ୍ତ ପରିଶ୍ରମ ଓ ତ୍ୟାଗକୁ ଗଭୀର ସମ୍ମାନ ଜଣାଇଛନ୍ତି ।
01 May, 2026

ଶ୍ରମିକଙ୍କ ବୃହତ୍ତର ସ୍ୱାର୍ଥକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ :- 
✅ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧିନରେ ୫ ଲକ୍ଷରୁ ଅଧିକ ପଞ୍ଜିକରଣ; ୫୪୧ କୋଟି ଟଙ୍କାର ସହାୟତା ବଣ୍ଟନ
✅ ୬,୦୦୦ ଶ୍ରମିକଙ୍କୁ ମିଳିଲା ନୂତନ ପରିଚୟପତ୍ର; ୧୫୦ କୋଟି ଟଙ୍କାର ସହାୟତା 
✅ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା (VDA) ବୃଦ୍ଧି; ନୂତନ ମଜୁରି—୪୭୨ ଠାରୁ ୬୨୨ ଟଙ୍କା ପର୍ଯ୍ୟନ୍ତ
✅ ୫ ଜଣଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” 
ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ୧୩୦ କୋଟି ଟଙ୍କା ବ୍ୟୟ ଅଟକଳରେ ଡିଭିଜନାଲ ଶ୍ରମ ଆୟୁକ୍ତ ଓ ସହକାରୀ ଶ୍ରମ ଅଧିକାରୀ ମାନଙ୍କ ପାଇଁ ୫୦ଟି ନୂତନ ସ୍ଥାୟୀ କାର୍ଯ୍ୟାଳୟ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଶ୍ରମିକମାନଙ୍କୁ ସରକାରୀ ସୁବିଧା ହାତପାହାନ୍ତାରେ ପହଞ୍ଚାଇବାରେ ଏହା ଏକ ମାଇଲଷ୍ଟୋନ୍‌ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |