ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଲୋକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ 'ମନକି ବାତ' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
25 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଲୋକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ 'ମନକି ବାତ' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ଆଜି ଭୁବନେଶ୍ୱର ସ୍ଥିତ ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନସାଧାରଣଙ୍କ ଗହଣରେ ବସି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ପ୍ରେରଣାଦାୟୀ କାର୍ଯ୍ୟକ୍ରମ 'ମନ୍ କି ବାତ୍' ଶୁଣିଲି। ପ୍ରଧାନମନ୍ତ୍ରୀଙ୍କ ପ୍ରତିଟି ଶବ୍ଦ ଆମକୁ ଏକ ସଶକ୍ତ ଏବଂ ଆତ୍ମନିର୍ଭର ଭାରତ ଗଠନ ପାଇଁ ନୂତନ ଶକ୍ତି ଯୋଗାଏ। ବିଶେଷ କରି ପିଲାମାନଙ୍କ ମଧ୍ୟରେ ଥିବା ଅଦମ୍ୟ ଉତ୍ସାହ ଦେଖି ମୁଁ ଅଭିଭୂତ। ଆସନ୍ତୁ, ସମସ୍ତେ ମିଶି ଜନ-ଭାଗିଦାରୀ ମାଧ୍ୟମରେ 'ବିକଶିତ ଓଡ଼ିଶା' ତଥା 'ବିକଶିତ ଭାରତ'ର ସ୍ୱପ୍ନକୁ ସାକାର କରିବା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |