ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଥିବା "୭ମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ"ର ଉଦ୍‌ଘାଟନୀ ସମାରୋହରେ ଯୋଗ ଦେଇଛନ୍ତି।
06 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଥିବା "୭ମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ"ର ଉଦ୍‌ଘାଟନୀ ସମାରୋହରେ ଯୋଗ ଦେଇଛନ୍ତି।

ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଥିବା "୭ମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ"ର ଉଦ୍‌ଘାଟନୀ ସମାରୋହରେ ଯୋଗ ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଓଡ଼ିଆ ଭାଷା ଭାରତବର୍ଷର ଅନ୍ୟତମ ପୁରାତନ ଭାଷା । ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀର ହାତୀଗୁମ୍ଫା ଶିଳାଲିପି, ତୃତୀୟ ଶତାବ୍ଦୀର ଧଉଳୀ ଓ ଜଉଗଡର ପ୍ରାଚୀନ ଅଭିଲେଖ, ପୁରୁଣା ପୋଥି, ତାମ୍ରଫଳକ ଓ ତାଳପତ୍ର ପୋଥିରୁ ଆମ ଓଡ଼ିଆ ଭାଷା କେତେ ପ୍ରାଚୀନ ତାହା ପ୍ରମାଣିତ ହୋଇଛି । ଆମର ଏହି ପ୍ରାଚୀନ ଭାଷା ସାହିତ୍ୟକୁ ବିକାଶ ଓ ରୁଦ୍ଧିମନ୍ତ କରିବା ଦାୟିତ୍ୱ ଆମର ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |