ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦେଓଗାଁସ୍ଥିତ ବାବା କୁଶଳେଶ୍ୱର ମହାଦେବଙ୍କ ପୀଠରେ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।
13 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦେଓଗାଁସ୍ଥିତ ବାବା କୁଶଳେଶ୍ୱର ମହାଦେବଙ୍କ ପୀଠରେ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।

ଆଜି ଦେଓଗାଁସ୍ଥିତ ବାବା କୁଶଳେଶ୍ୱର ମହାଦେବଙ୍କ ପୀଠରେ ଦର୍ଶନ ଓ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ପ୍ରାପ୍ତ ହେଲା। 
ବାବା କୁଶଳେଶ୍ୱରଙ୍କ ନିକଟରେ  ଓଡ଼ିଶାବାସୀଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରିବା ସହ ଆମ ରାଜ୍ୟର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆଶୀର୍ବାଦ ଭିକ୍ଷା କଲି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |