ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ଜିଲ୍ଲା ରାମଦାସପୁର ଠାରେ ପେଜ୍ ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ସ୍ଥାପିତ ଏକ ବୃହତ ଆପାରେଲ୍ ମ୍ୟାନୁଫାକ୍ଚରିଂ ୟୁନିଟ୍‌ର ଉଦ୍‌ଘାଟନ କରିଛନ୍ତି ।
08 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ଜିଲ୍ଲା ରାମଦାସପୁର ଠାରେ ପେଜ୍ ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ସ୍ଥାପିତ ଏକ ବୃହତ ଆପାରେଲ୍ ମ୍ୟାନୁଫାକ୍ଚରିଂ ୟୁନିଟ୍‌ର ଉଦ୍‌ଘାଟନ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ଜିଲ୍ଲା ରାମଦାସପୁର ଠାରେ ପେଜ୍ ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ସ୍ଥାପିତ ଏକ ବୃହତ ଆପାରେଲ୍ ମ୍ୟାନୁଫାକ୍ଚରିଂ ୟୁନିଟ୍‌ର ଉଦ୍‌ଘାଟନ କରିଛନ୍ତି । ପ୍ରାୟ ୭୫୦ କୋଟି ଟଙ୍କା ବିନିଯୋଗରେ ସ୍ଥାପିତ ଏହି ଉଦ୍ୟୋଗ ଦ୍ୱାରା ୫,୮୦୦ରୁ ଅଧିକ ଯୁବକ-ଯୁବତୀଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି।
✅ ଆପାରେଲ୍ ଇଣ୍ଡଷ୍ଟ୍ରି ମାଧ୍ୟମରେ ମହିଳା ସଶକ୍ତିକରଣ ଓ ବ୍ୟାପକ ନିଯୁକ୍ତି
✅ ଓଡ଼ିଶା ଖୁବ୍‌ଶୀଘ୍ର ବୟନ ଓ ପୋଷାକ ଶିଳ୍ପର ଏକ ହବ୍‌ରେ ପରିଣତ ହେବ 
ରାଜ୍ୟ ସରକାର ବୟନ ଓ ପୋଷାକ ଶିଳ୍ପ ଉପରେ ଫୋକସ୍ ରଖିଛନ୍ତି । ଏହି କ୍ଷେତ୍ରରେ କମ୍ ପୁଞ୍ଜି ବିନିଯୋଗରେ ଅଧିକ ନିଯୁକ୍ତି ଅବସର ମିଳିଥାଏ । ବିଶେଷକରି ମହିଳାମାନଙ୍କୁ ଅଧିକ ନିଯୁକ୍ତି ମିଳେ । ନିଯୁକ୍ତି ଓ ମହିଳା ସଶକ୍ତିକରଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡ଼ିଶାରେ ନୂଆ ନୂଆ ଆପାରେଲ୍ ଇଣ୍ଡଷ୍ଟ୍ରି ସ୍ଥାପନ କରୁଛନ୍ତି।
"ବ୍ୟାପକ ଶିଳ୍ପାୟନ ଯୋଗୁଁ ଆଗାମୀ ଦିନରେ ଓଡ଼ିଶାରେ ନିଯୁକ୍ତି ପାଇଁ ଆଉ ମାଇଗ୍ରେସନ୍ ନ ହୋଇ, ରିଭର୍ସ ମାଇଗ୍ରେସନ" ହେବ। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |