ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ୭୭ତମ ଗଣତନ୍ତ୍ର ଦିବସ ଅବସରରେ ଚଳିତ ବର୍ଷ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହୋଇଥିବା କଟକ ଜିଲ୍ଲାର ବିଶିଷ୍ଟ ବ୍ୟକ୍ତିତ୍ୱ ଶ୍ରୀ ଶରତ କୁମାର ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।
26 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ୭୭ତମ ଗଣତନ୍ତ୍ର ଦିବସ ଅବସରରେ ଚଳିତ ବର୍ଷ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହୋଇଥିବା କଟକ ଜିଲ୍ଲାର ବିଶିଷ୍ଟ ବ୍ୟକ୍ତିତ୍ୱ ଶ୍ରୀ ଶରତ କୁମାର ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ୭୭ତମ ଗଣତନ୍ତ୍ର ଦିବସ ଅବସରରେ ଚଳିତ ବର୍ଷ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହୋଇଥିବା କଟକ ଜିଲ୍ଲାର ବିଶିଷ୍ଟ ବ୍ୟକ୍ତିତ୍ୱ ଶ୍ରୀ ଶରତ କୁମାର ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ନିଜର ନିଷ୍ଠା ଓ ସେବା ମାଧ୍ୟମରେ ସେ ଓଡ଼ିଶା ପାଇଁ ଯେଉଁ ଗୌରବ ଆଣିଛନ୍ତି, ତାହା ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ।ତାଙ୍କର ସମାଜ ପ୍ରତି ଥିବା ଅବଦାନ ଓ ନିରନ୍ତର ପ୍ରଚେଷ୍ଟାକୁ ମୁଁ ସାଧୁବାଦ ଜଣାଉଛି। ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |