ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମଠାରେ ଆୟୋଜିତ 'ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ' ସମାରୋହ ଅବସରରେ ଯୋଗ ଦେଇ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ।
26 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମଠାରେ ଆୟୋଜିତ 'ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ' ସମାରୋହ ଅବସରରେ ଯୋଗ ଦେଇ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକର ବାରବାଟୀ ଷ୍ଟାଡିୟମଠାରେ ଆୟୋଜିତ 'ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ' ସମାରୋହ ଅବସରରେ ଯୋଗ ଦେଇ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ।ଦେଶର ମହାନ୍‌ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସହିତ ଭାରତକୁ ମୁକ୍ତିର ଆଲୋକ ଦେଖାଇବା ପାଇଁ ସଂଗ୍ରାମ କରିଥିବା ଲକ୍ଷ ଲକ୍ଷ ବୀର ସଂଗ୍ରାମୀଙ୍କ ପ୍ରତି ସମ୍ମାନ ଜଣାଇବା ସହ ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ଶହୀଦ୍‌ମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।  

୨୦୨୬ ସାଧାରଣତନ୍ତ୍ର ଦିବସ ନେଇ ଆସିଛି ଅନେକ ସ୍ବପ୍ନ, ଅନେକ ସମ୍ଭାବନା, ଅନେକ ସୁଯୋଗ । ଆମ ଲୋକତନ୍ତ୍ରର ଆଦର୍ଶକୁ ଉଜ୍ଜୀବିତ ରଖିବାକୁ ଓ ସୁଦୃଢ଼ କରିବାକୁ ଶୁଦ୍ଧ ଅନ୍ତକରଣରେ ସଙ୍କଳ୍ପ ନେବା ସହିତ ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶାର ସ୍ବପ୍ନକୁ ବାସ୍ତବ ରୂପ ଦେବାକୁ ସମସ୍ତେ ଏକ ହୋଇ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆହ୍ବାନ କରିଛନ୍ତି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |