ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।
06 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଉପସ୍ଥିତ ଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |