ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ବୈଠକରେ ଅଧ୍ୟକ୍ଷତା କରିଛନ୍ତି।
12 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ବୈଠକରେ ଅଧ୍ୟକ୍ଷତା କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ମାନ୍ୟବର ଆଇନ ମନ୍ତ୍ରୀ, ମାନ୍ୟବର ରାଜ୍ୟମନ୍ତ୍ରୀ (ସ୍ବାଧୀନ), ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ଉପସ୍ଥିତ ଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |